ଆମପାଣି ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର
କଳାହାଣ୍ଡି, (ଓ୍ବାଇଏନ୍ଏସ୍):କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ଆମପାଣି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ
Read more


