ଆମ୍ବୋ, ସଢା ଓ ଓରାଳି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡ଼ିହି ବ୍ଲକ ଆମ୍ବୋ, ସଢା ଓ ଓରାଳିପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି।

Read more

Advertisement

ଏବେ ଏବେ