ଆସନ୍ତାବର୍ଷ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ଆସନ୍ତାବର୍ଷ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Read more

Advertisement

ଏବେ ଏବେ