ଆସନ୍ତା ୨୫ ତାରିଖ ଦିନ ଲକ୍ଷ୍ନୌ ବିଶ୍ଵବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆସନ୍ତା ୨୫ ତାରିଖ ଦିନ ଅପରାହ୍ନ ୫.୩୦ ମିନଟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ନୌ ବିଶ୍ଵବିଦ୍ୟାଳୟର ଶତବାର୍ଷିକୀ ସମାରୋହରେ ଭିଡିଓ କନଫରେନ୍ସ ଜରିଆରେ ଯୋଗଦେବେ
Read more