ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ କିନ୍ନରମାନେ ପାଇବେ ସ୍ୱାସ୍ଥ୍ୟସେବା
ନୂଆଦିଲ୍ଲୀ, (ଯୁଗାବ୍ଦ ନ୍ୟୁଜ) : ଏକ ଐତିହାସିକ ନିଷ୍ପତ୍ତିକ୍ରମେ କିନ୍ନର ମାନଙ୍କୁ ପୂର୍ଣ୍ଣାଙ୍ଗ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅଧୀନ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ
Read more


