ଇମାମୀ ନଗର ଶ୍ରୀଜଗନ୍ନାଥଙ୍କର ବାହୁଡ଼ାଯାତ୍ରା ସମ୍ପନ୍ନ

ବାଲେଶ୍ୱର, (ଯୁଗାବ୍ଦ ନ୍ୟୁଜ): ବାଲେଶ୍ୱର ବାଲଗୋପାଳପୁର ଶିଳ୍ପାଞ୍ଚଳ ସ୍ଥିତ ଇମାମୀ ନଗର ଶ୍ରୀଜୀଉମାନଙ୍କର ଶ୍ରୀମନ୍ଦିରକୁ ବାହୁଡ଼ାଯାତ୍ରା ବିପୁଳ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ