ଉଦୟଗିରି ଏନଏସି ୱାର୍ଡ ସଭ୍ୟ ପଦବୀ ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ୬ନଂ ୱାର୍ଡସଭ୍ୟ ପଦବୀ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

Read more

Advertisement

ଏବେ ଏବେ