ପ୍ରକଳ୍ପ ତୁରନ୍ତ ଶେଷ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର,(ଯୁଗାବ୍ଦ ନ୍ୟୁଜ୍‌) ; ସହରାଂଚଳ ଉନ୍ନୟନ ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ