ଉନ୍ନୟନ କାର୍ଯ୍ୟ ବିଷୟରେ ଆଲୋଚନା

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :ଭଣ୍ଡାରିପୋଖରୀ ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ବିଧାୟକଙ୍କ ପ୍ରତିନିଧି ପ୍ରୟାସ କାନ୍ତି ସାମଲ ପହଁଚି ଜନକଲ୍ୟାଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି ।

Read more

Advertisement

ଏବେ ଏବେ