ରାଇରଙ୍ଗପୁରରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚାର ରାଜ୍ୟ ମହାସଚିବ,ଉପସଭାପତିଙ୍କ ସମେତ ସମସ୍ତ ନୂତନ କର୍ମକର୍ତ୍ତାମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ରାଇରଙ୍ଗପୁର, (ଅକ୍ଷୟ କୁମାର ବିଶ୍ଵାଳ):ଆଗକୁ ସାଧାରଣ ନିର୍ବାଚନ । ଏଥିପାଇଁ ସବୁଦଳ ଭଳି ଓଡ଼ିଶା ଝାଡ଼ଖଣ୍ଡ ମୁକ୍ତି ମୋର୍ଚା ତାର ସଂଗଠନକୁ ସୁଦୃଢ କରିବା ପାଇଁ ପଦକ୍ଷେପ
Read more


