ଏବିଡିଓଙ୍କୁ ସାଢେ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ

ଛତ୍ରପୁର, ଗତ ସାଧାରଣ ନିର୍ବାଚନ ସମୟରେ ଛତ୍ରପୁର ସ୍ଥିତ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟରେ କର୍ତ୍ତବ୍ୟରତ କର୍ମଚାରୀଙ୍କ ଦୁର୍ଘଟଣା ଜନିତ ଅକର୍ମଣ୍ଣ୍ୟତା ପାଇଁ କ୍ଷତିପୂରଣ ପ୍ରଦାନ କରାଯାଇଛି ।

Read more

Advertisement

ଏବେ ଏବେ