ଏସାର କମ୍ପାନୀର ପେଟ୍ରୋଲ ଟାଙ୍କିରେ ଠକାମୀ ଅଭିଯୋଗ ଓଜନ ଓ ମାପ ବିଭାଗର ଚଢ଼ାଉ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ିରେ ଥିବା ଏସାର କମ୍ପାନୀର ପେଟ୍ରୋଲ ଟାଙ୍କିରେ ଗ୍ରାହକମାନେ ଠକାମୀର ଶିକାର ହେଉଥିବା ଅଭିଯୋଗ ହୋଇଥିଲା।
Read more