ଐତିହାସିକ ବର୍ହାଟିପୁରା ମକର ମେଳା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦୁଝର, (ଯୁଗାବ୍ଦ ନ୍ୟୁଜ):କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ବର୍ହାଟିପୁରା ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ଙ୍କ ପ୍ରସିଦ୍ଧ ମକର ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ