ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆଦିବାସୀ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ଭାଷା ସଂପାନ

ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଆ ଭାଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ସହଯୋଗିତାରେ ବୁଧବାର ‘ରାଜ୍ୟସ୍ତରୀୟ ଭାଷା ସଂପାନ’ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ