ଓଡ଼ିଶାରେ କାର୍ଯ୍ୟରତ ସାମ୍ୱାଦିକଙ୍କୁ ପେନସନ ଓ ସୁରକ୍ଷା ଆଇନ ପ୍ରଣୟନକୁ ନିର୍ବାଚନ ଇସ୍ତାହାରରେ ପ୍ରକାଶ କରିବାକୁ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଠାରେ ଦାବି
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଓଡ଼ିଶା ବ୍ୟତୀତ ଭାରତ ବର୍ଷର ବିଭିନ୍ନ ରାଜ୍ୟରେ 60 ବର୍ଷରୁ ଊର୍ଦ୍ଧ୍ଵ ସାମ୍ୱାଦିକମାନଙ୍କୁ ପେନସନ ସହିତ ସୁରକ୍ଷା ଆଇନ ମଧ୍ୟ ପ୍ରଣୟନ କରାଯାଇଛି
Read more


