ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ : ତମ୍ବୁ ତଳେ ପଞ୍ଚ ତାରକା ହୋଟେଲରେ ମଜା ନେଉଛନ୍ତି ପର୍ଯ୍ୟଟକ
ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ୫ଟି ଜିଲ୍ଲାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ
Read more


