ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ୨୧ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଦାବିପତ୍ର ପ୍ରଦାନ
ବାଲେଶ୍ୱର, (ସରୋଜ ପଣ୍ଡା):ଆଜି ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ବାଲେଶ୍ଵର ଶାଖା ପକ୍ଷରୁ ୨୧ଦଫା ଦାବି ନେଇ ଏକ ଶୋଭାଯାତ୍ରା ଷ୍ଟେସନ ଛକ ଠାରୁ ବାହାରି
Read more


