ଓଡ଼ିଶା ମୋ ପରିବାର ପକ୍ଷରୁ ଜେଇଇ ଓ ନିଟ୍ ପରୀକ୍ଷା କେନ୍ଦ୍ରକୁ ଆସୁଥିବା ଛାତ୍ରଛାତ୍ରୀଙ୍କୁ ସହଯୋଗ
ବ୍ରହ୍ମପୁର,(ରାଜେଶ କୁମାର ପଟ୍ଟନାୟକ):ଜେଇଇ ଓ ନିଟ୍ ପରୀକ୍ଷା କେନ୍ଦ୍ରକୁ ଆସୁଥିବା ଛାତ୍ରଛାତ୍ରୀଙ୍କୁ ସହଯୋଗ କରିବାକୁ ରାଜ୍ୟ ସରକାର, ଗଞ୍ଜାମ ଜିଲ୍ଲା ପ୍ରଶାସନ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି
Read more



