ଓଡିଶାରେ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ୨୦୩୦ର ସଫଳ ରୂପାୟନ କ୍ଷେତ୍ର ଅଧିକାରୀମାନଙ୍କ ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ମିଳିତ ଜାତିସଂଘ ପକ୍ଷରୁ ପ୍ରସ୍ତୁତ ‘ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ’ ୨୦୩୦ର ଓଡିଶାରେ ସଫଳ ରୂପାୟନ ଲାଗି ରାଜ୍ୟ ସରକାର ବିଶେଷ ପଦକ୍ଷେପ ନେଉଛନ୍ତି ।
Read more


