ଓଡିଶା କୁଡୁମି ସମାଜ, ରାଇରଙ୍ଗପୁର ଶାଖା ତରଫରୁ ସ୍ବର୍ଗତ ଡାକ୍ତର ଛତିଶ ଚନ୍ଦ୍ର ମହାନ୍ତଙ୍କ ବିୟୋଗରେ ଶ୍ରଦ୍ଧାଂଜଳି
ରାଇରଙ୍ଗପୁର,(ଅକ୍ଷୟ କୁମାର ବିଶ୍ୱାଳ): ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟର ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଛତିଶ ଚନ୍ଦ୍ର ମହାନ୍ତଙ୍କ (୫୮) କୋଲକୋତା ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ
Read more


