ଓଡ଼ିଆ ଆଇଏଏସ୍ ମୀରା ମହାନ୍ତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିର୍ଦେଶିକା ନିଯୁକ୍ତ

ନୂଆଦିଲ୍ଲୀ: ୨୦୨୧ ମେ ପର୍ଯ୍ୟନ୍ତ କେନ୍ଦ୍ରୀୟ ଡେପୁଟେସନର ରହିଥିବା ୨୦୦୫ର ହିମାଚଳପ୍ରଦେଶ କ୍ୟାଡର ଆଇଏଏସ ଅଧିକାରୀ ମୀରା ମହାନ୍ତିଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିର୍ଦେଶିକା ଭାବେ ନିଯୁକ୍ତ କରାଯାଇଛି।

Read more

Advertisement

ଏବେ ଏବେ