କଙ୍କୋରଡ଼ା ବିଜ୍ଞାନ ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ
ସାନଖେମୁଣ୍ଡି,(ପଦ୍ମଲୋଚନ ପାଣିଗ୍ରାହୀ):ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ବିଜ୍ଞାନ ମହାବିଦ୍ୟାଳୟର ୪୪ ତମ ପ୍ରତିଷ୍ଠା ଉତ୍ସବ ଏବଂ ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତହୋଇଯାଇଛି।ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼.ସନ୍ତୋଷ କୁମାର
Read more



