କନ୍ଧମାଳ ଜିଲା ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ବିଜେଡି ଉପବାଚସ୍ପତି ପ୍ରାର୍ଥୀ
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ସାଲୁଗା ପ୍ରଧାନ ବିଧାନସଭା ନିମନ୍ତେ ଉପବାଚସ୍ପତି ପ୍ରାର୍ଥୀ
Read more


