ଅନୁପସ୍ଥିତ ୨ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି l  ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ  ବ୍ୟାଙ୍କ ପ୍ରତିଷ୍ଠାନଗୁଡ଼ିକ ବନ୍ଦ କରିଦିଆଯାଇଛି।

Read more

Advertisement

ଏବେ ଏବେ