କନ୍ଧମାଳ ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ମୂଳ ଲକ୍ଷ୍ୟ ଠାରୁ ବହୁ ଦୂରରେ…
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) ଏବେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ଏହି ଯୋଜନାରେ
Read more



