କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ନେତ୍ରୋତ୍ସବ ପାଳିତ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ କପାଳୀକ୍ଷେତ୍ର ନିମାପଡା ଜଗନ୍ନାଥ ମନ୍ଦିରରେ ନେତ୍ରୋତ୍ସବ ପାଳିତ ହୋଇଯାଇଛି । ଚତୁର୍ଦ୍ଧା ଦାରୁବ୍ରହ୍ମ ସିଂହାସନରେ ଭକ୍ତଙ୍କୁ ନବଯୌବନ ଦର୍ଶନ ଦେଇଛନ୍ତି ।

Read more

Advertisement

ଏବେ ଏବେ