କଳାହାଣ୍ଡିରେ କିସ୍ର ଶାଖା : ୧୭ରେ କିସ-କଳାହାଣ୍ଡି ଆବାସିକ ବିଦ୍ୟାଳୟ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
କଳାହାଣ୍ଡି, (ରଜନୀକାନ୍ତ ମିଶ୍ର) :-କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅନ୍ତର୍ଗତ ବାଦିଲିଠାରେ ୫୦କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍ର ନୂତନ ଶାଖା କିସ୍- କଳାହାଣ୍ଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Read more


