କଳାହାଣ୍ଡି ଜିଲ୍ଲାର ତିନି ସହୀଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ସରକାର ଙ୍କୁ ପ୍ରଶଂସା

କଳାହାଣ୍ଡି,(ୱାଇଏନ୍ଏସ୍): କଳାହାଣ୍ଡି ଜିଲ୍ଲାର ୩ ଜଣ ସହୀଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି ।

Read more

Advertisement

ଏବେ ଏବେ