କଳା ବିକାଶ କେନ୍ଦ୍ର ପକ୍ଷରୁ ନାଟକ ” ଆହେ ନୀଳ ଶଇଳ” ଏବଂ “ଫୁଲ”ର ବହି ପୂଜନ କାର୍ଯ୍ୟକ୍ରମ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନର ପ୍ରଥମ ବାର୍ଷିକ ଉତ୍ସବ ଅବସରରେ ଅନୁଷ୍ଠାନ ପକ୍ଷରୁ ଦୁଇଟି ନାଟକର ବହି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ
Read more