କାଠିଆସରାରେ ସ୍ୱଚ୍ଛ ଭାରତ ଅଭିଯାନ 

ହାଟଡିହି,(ବିକାଶ ବିଶ୍ୱାଳ) : ହାଟଡିହି ବ୍ଲକ ଅକରୁଆ ପଞ୍ଚାୟତ କାଠିଆସରା ଗ୍ରାମରେ ଭାରତୀୟ ଜନତା ପାର୍ଟି ତରଫରୁ ଏକ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ