କିଟ୍ ପକ୍ଷରୁ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ୍ ଓ ଦିବାଧ୍ୟାୟୀ ବିଦ୍ୟାଳୟର ଭୂମିପୂଜନ
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ମହାସିଙ୍ଗି ଓ ବଇଡାଠାରେ କିଟ୍ ପକ୍ଷରୁ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ୍ ଓ ଦିବାଧ୍ୟାୟୀ(ଡେବୋର୍ଡିଂ) ବିଦ୍ୟାଳୟର ଭୂମିପୂଜନ ଅନୁଷ୍ଠିତ
Read more


