କୁତୁରଙ୍ଗ ପଞ୍ଚାୟତରେ ସ୍ମାର୍ଟକାର୍ଡ ବଣ୍ଟନ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୁତୁରଙ୍ଗ ପଞ୍ଚାୟତରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନ କରାଯାଇଛି ।

Read more

Advertisement

ଏବେ ଏବେ