କୁରିଗାଁ ଠାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :-ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଆଜି ସ୍ବର୍ଣ୍ଣଲତା ଚକ୍ରଧର ମେମୋରିଆଲ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ କରାଯାଇଛି ।

Read more

Advertisement

ଏବେ ଏବେ