କୃଷକ ସ୍ୱାର୍ଥ ବିରୋଧୀ କଳା ଆଇନ ପ୍ରତ୍ୟାହାର ଦାବିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁଶପୁତଳିକା ଦାହ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରରେ ବିଜେପି ନେତୃତ୍ୱାଧିନ ମୋଦି ସରକାରଙ୍କ ଦ୍ୱାରା ପାରିତ ତିନିଗୋଟି କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଲକ୍ଷ ଲକ୍ଷ ଚାଷୀ ଏବେ ଦିଲ୍ଲୀ
Read more


