କୃଷି ମହାବିଦ୍ୟାଳୟ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଦାବିରେ ବ୍ଲକ୍ସ୍ତରରେ ସଂଗଠନ ପାଇଁ ନିଷ୍ପତ୍ତି
ବାଲେଶ୍ୱର, (ସରୋଜ ପଣ୍ଡା) :-ବାଲେଶ୍ୱରରେ କୃଷି ମହାବିଦ୍ୟାଳୟ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଦାବିରେ ଗଠିତ କ୍ରିୟାନୁଷ୍ଠାନ ସମିତିର ମାସିକ ବୈଠକରେ ହରନାରାୟଣ ମଢ଼ୁଆଳ ଅଧ୍ୟକ୍ଷତା କରିଥିଲେ
Read more



