କେନ୍ଦ୍ରପଡାରେ ପ୍ରାକ୍ତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ଶ୍ରାଦ୍ଧଦିବସ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡାରେ ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ, ନବ ଉତ୍କଳର ନିର୍ମାତା, କଟକର ବାଇମୁଣ୍ଡି ସ୍ୱର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ୧୯ତମ ଶ୍ରାଦ୍ଧଉତ୍ସବ ପାଳିତ ହୋଇଯାଇଛି ।

Read more

Advertisement

ଏବେ ଏବେ