କେନ୍ଦ୍ରାପଡାରେ ଷ୍ଟେଟବ୍ୟାଙ୍କ ପେନସନରର୍ସ ଅଭିଯୋଗ ସମାଧାନ ପକ୍ଷ ବୈଠକ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ପାରାଦୀପସ୍ଥିତ ଭାରତୀୟ ଷ୍ଟେଟବ୍ୟାଙ୍କ ଆଞ୍ଚଳିକ ବାଣିଜ୍ୟ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡା ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାର ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କ ପେନସନରର୍ସ ଅଭିଯୋଗ ସମାଧାନ ପକ୍ଷ
Read more


