କେନ୍ଦ୍ରାପଡାର ପୂର୍ବତନ ନଗରପାଳ ବିଜୟକୃଷ୍ଣ ସାହୁଙ୍କ ପରଲୋକ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ପୈାରପରିଷଦର ପୂର୍ବତନ ନଗରପାଳ ତଥା ବରିଷ୍ଠ ଆଇନଜୀବୀ ବିଜୟକୃଷ୍ଣ ସାହୁ(ନିଳଭାଇ)ଙ୍କର ୭୪ବର୍ଷ ବୟସରେ ତାଙ୍କ ବଡହାଟସ୍ଥିତ ବାସଭବନରେ ହୃଦଘାତରେ ପରଲୋକ ହୋଇଯାଇଛି ।

Read more

Advertisement

ଏବେ ଏବେ