କେନ୍ଦ୍ରାପଡା କଲେଜର ଜାତୀୟ ସେବା ଯୋଜନା ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ମହାବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ