କେନ୍ଦ୍ରାପଡା ଜିଲ୍ଲା ଇତିହାସ ରଚୟିତା ପ୍ରତାପ ରାୟଙ୍କ ସ୍ମୃତିସଭା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ଇତିହାସ ରଚୟିତା ସ୍ୱର୍ଗତ ପ୍ରତାପ ରାୟଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ଏକ ସ୍ମୃତିସଭା ଗରାପୁରସ୍ଥିତ ଶ୍ରୀଗୋପାଳଜୀଉଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ