କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ଆନୁକୂଲ୍ୟରେ ମହାକାଳପଡା ବ୍ଲକରେ ବନ୍ଧୁମିଳନ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘ ଆନୁକୂଲ୍ୟରେ ମହାକାଳପଡା ବ୍ଲକ ଅନ୍ତର୍ଗତ ବିଜୟନଗର ଠାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read more