କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟ ସରକାରଙ୍କ ଅବହେଳା ଦାବୀରେ ଧାରଣା

ରାଇରଙ୍ଗପୁର,(ଯୁଗାବ୍ଦ ନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ବାମନଘାଟୀ ସଦର ମହକୁମା ରାଇରଙ୍ଗପୁର ପୌରାଞ୍ଚଳର ମହୁଲଡିହାଠାରେ ୨୦୧୦ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବା ପାଇଁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଥିଲେ

Read more

Advertisement

ଏବେ ଏବେ