କୋଭିଡ଼ ନିଯୁକ୍ତ ପ୍ରାପ୍ତ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ସ୍ଥାୟୀ ନିଯୁକ୍ତି ପାଇଁ ରାଜ୍ୟର ବିରୋଧୀ ଦଳ ନେତା ଏବଂ ସମସ୍ତ ବିଧାୟକଙ୍କୁ ସ୍ମାରକ ପତ୍ର ପ୍ରଦାନ
ଭୁବନେଶ୍ୱର, (ଓ୍ବାଇଏନ୍ଏସ୍) : ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ୱାସ୍ଥ୍ୟକର୍ମୀ ସଂଘର ସଭାନେତ୍ରୀ ବିଷ୍ଣୁପ୍ରିୟା ଖଣ୍ଡେଇ ସିଂହଙ୍କ ନେତୃତ୍ୱରେ ବିଭିନ୍ନ ଜିଲ୍ଲାର ୨୦ ଜଣିଆ ପ୍ରତିନିଧି
Read more


