କୋଣାର୍କରେ ଫିଟ ଇଣ୍ଡିଆ ଫ୍ରିଡ଼ମ ରନ ଉଦଯାପିତ, କ୍ରୀଡା ଛାତ୍ରାବାସର ନିର୍ମାଣ ପାଇଁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି
କୋଣାର୍କ (ଗଣେଷ ବେହେରା) : ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଦ୍ଵାରା ପରିଚାଳିତ ପୁରୀଜିଲ୍ଲା ନେହେରୁ ଯୁବକେନ୍ଦ୍ର ସହାୟତାରେ ଫ୍ରେଣ୍ଡସ କ୍ଲବ, ଶିରିପୁର
Read more


