କ୍ଷମତା ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ: ପରାଜୟ ମାନିଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍‌ଡ ଟ୍ରମ୍ପ୍‌ ଶେଷରେ ତାଙ୍କର ନିର୍ବାଚନୀ ପରାଜୟକୁ ସ୍ବୀକାର କରିଛନ୍ତି ଏବଂ କ୍ଷମତା ହସ୍ତାନ୍ତର ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Read more

Advertisement

ଏବେ ଏବେ