କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଲଟା ବୁଦାରେ ପରିପୂର୍ଣ୍ଣ, ଭଙ୍ଗାରୁଜା ଅବସ୍ଥାରେ ଘାଇ, ଚିନ୍ତାରେ ଚାଷୀ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ଷୁଦ୍ର ଜଳସେଚନ ଉପ-ବିଭାଜନ ଅଧିନରେ ବାଲିଗୁଡା ବ୍ଲକ ସମେତ ତୁମୁଡିବନ୍ଧ, କୋଟଗଡ ଓ କ.ନୂଆଗାଁ ଅଞ୍ଚଳରେ ଥିବା ଘାଇ
Read more


