କ୍ଷେତ୍ରମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ନିମନ୍ତେ ଆୟୋଜିତ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦ୍ଯାପିତ
ବ୍ରହ୍ମପୁର, (ଯୁଗାବ୍ଦ ନ୍ୟୁଜ) :-ବ୍ରହ୍ମପୁର ଉପକଣ୍ଠ ନରେନ୍ଦ୍ରପୁର ସ୍ଥିତ କ୍ଷେତ୍ରମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କ ନିମନ୍ତେ ଆୟୋଜିତ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦ୍ଯାପିତ ହୋଇଯାଇଛି।
Read more