ଖଗେଶ୍ୱର ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା

ବନ୍ତ,(ଯୁଗାବ୍ଦନ୍ୟୁଜ) : ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଖଗେଶ୍ୱର ଉଚ୍ଚ ବିଦ୍ୟାଳୟ ଓ ସରକାରୀ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ