ପୁଅର ଠେଙ୍ଗା ମାଡରେ ବାପର ମୃତ୍ୟୁ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା)-ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକରେ ଅଭାବନୀୟ ଦୁଃଖଦ ଘଟଣା ଘଟିଛି । ପୁଅର ଠେଙ୍ଗା ମାଡରେ ବାପାଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି

Read more

Advertisement

ଏବେ ଏବେ