ଗଜପତିରେ କଂଗ୍ରେସର ୧୩୬ତମ ପ୍ରତିଷ୍ଠା ଦିବସ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି କଂଗ୍ରେସ ଜିଲ୍ଲା କାର୍ଯ୍ୟାଳୟ ଠାରେ ଆଜି କଂଗ୍ରେସର ୧୩୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି ।

Read more

Advertisement

ଏବେ ଏବେ